1
ଆଦି ପୁସ୍ତକ 15:6
ପବିତ୍ର ବାଇବଲ (Re-edited) - (BSI)
ସେତେବେଳେ ସେ ସଦାପ୍ରଭୁଙ୍କଠାରେ ବିଶ୍ଵାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।
አወዳድር
{{ጥቅስ}} ያስሱ
2
ଆଦି ପୁସ୍ତକ 15:1
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ଵାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାରସ୍ଵରୂପ।
3
ଆଦି ପୁସ୍ତକ 15:5
ଅନନ୍ତର ସେ ତାଙ୍କୁ ବାହାରକୁ ଆଣି କହିଲେ, ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯେବେ ତାରାସମୂହ ଗଣିପାର, ତେବେ ଗଣି କୁହ। ସେ ଆହୁରି କହିଲେ, ଏହି ପ୍ରକାର ତୁମ୍ଭର ବଂଶ ହେବ।।
4
ଆଦି ପୁସ୍ତକ 15:4
ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।
5
ଆଦି ପୁସ୍ତକ 15:13
ସେତେବେଳେ ସେ ଅବ୍ରାମଙ୍କୁ କହିଲେ, ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ
6
ଆଦି ପୁସ୍ତକ 15:2
ତହିଁରେ ଅବ୍ରାମ ଉତ୍ତର କଲେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କଅଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି ଦମ୍ମେସକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।
7
ଆଦି ପୁସ୍ତକ 15:18
ପୁଣି ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ
8
ଆଦି ପୁସ୍ତକ 15:16
ପୁଣି ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇନାହିଁ।
Home
Bible
Plans
Videos