1
ଯୋହନ 2:11
ପବିତ୍ର ବାଇବଲ (Re-edited) - (BSI)
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ଵାସ କଲେ।
قارن
اكتشف ଯୋହନ 2:11
2
ଯୋହନ 2:4
ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।
اكتشف ଯୋହନ 2:4
3
ଯୋହନ 2:7-8
ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର। ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ। ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ି ନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ। ସେଥିରେ ସେମାନେ ଘେନିଗଲେ।
اكتشف ଯୋହନ 2:7-8
4
ଯୋହନ 2:19
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।
اكتشف ଯୋହନ 2:19
5
ଯୋହନ 2:15-16
ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇପକାଇଲେ; ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।
اكتشف ଯୋହନ 2:15-16
الصفحة الرئيسية
الكتاب المقدس
خطط
فيديوهات