1
ଲୂକ 19:10
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।
قارن
اكتشف ଲୂକ 19:10
2
ଲୂକ 19:38
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ଵର୍ଗରେ ଶାନ୍ତି ଓ ଊର୍ଦ୍ଧ୍ଵଲୋକରେ ମହିମା।
اكتشف ଲୂକ 19:38
3
ଲୂକ 19:9
ସେଥିରେ ଯୀଶୁ ତାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଏ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ
اكتشف ଲୂକ 19:9
4
ଲୂକ 19:5-6
ଯୀଶୁ ସେସ୍ଥାନକୁ ଆସି ଉପରକୁ ଚାହିଁ ତାଙ୍କୁ କହିଲେ, ଜଖୀୟ, ଶୀଘ୍ର ଓହ୍ଳାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ। ସେଥିରେ ସେ ଶୀଘ୍ର ଓହ୍ଳାଇଆସି ଆନନ୍ଦରେ ତାହାଙ୍କର ଆତିଥ୍ୟ କଲେ।
اكتشف ଲୂକ 19:5-6
5
ଲୂକ 19:8
କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅର୍ଦ୍ଧେକ ମୁଁ ଦରିଦ୍ରମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
اكتشف ଲୂକ 19:8
6
ଲୂକ 19:39-40
ସେଥିରେ ଲୋକସମୂହ ମଧ୍ୟରୁ କେତେକ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ। ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।
اكتشف ଲୂକ 19:39-40
الصفحة الرئيسية
الكتاب المقدس
خطط
فيديوهات