1
ଯୋହନ 4:24
ପବିତ୍ର ବାଇବଲ (CL) NT (BSI)
ଈଶ୍ୱର ହିଁ ପରମାତ୍ମା। ସତ୍ୟ ଓ ଆତ୍ମାରେ ପୂର୍ଣ୍ଣ ହୋଇ ଉପାସକମାନେ ତାଙ୍କର ଉପାସନା କରିବା ଉଚିତ।”
قارن
اكتشف ଯୋହନ 4:24
2
ଯୋହନ 4:23
ସମୟ ଆସୁଛି ଓ ସେ ସମୟ ଆସିଗଲାଣି, ଯେତେବେଳେ ସ୍ୱୟଂ ପବିତ୍ରଆତ୍ମାଙ୍କ ଶକ୍ତିରେ ଲୋକେ ପିତା ଈଶ୍ୱରଙ୍କ ସ୍ପଷ୍ଟ ପରିଚୟ ପାଇବେ। ସେତେବେଳେ ସେମାନେ ତାଙ୍କୁ ଯଥାର୍ଥ ଭାବରେ ଅନ୍ତରାତ୍ମା ସହ ଆରାଧନା କରିବେ। ଏହିପରି ଉପାସନା ସେ ଚାହାଁନ୍ତି।
اكتشف ଯୋହନ 4:23
3
ଯୋହନ 4:14
କିନ୍ତୁ ମୁଁ ଯେଉଁ ଜଳ ଦିଏ, ତାହା ଯେ ପାନ କରିବ, ସେ ଆଉ କେବେ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ଦେଉଥିବା ଜଳ ତା’ ଅନ୍ତରରେ ଗୋଟିଏ ଜୀବନ ପ୍ରଦାୟୀ ନିର୍ଝରରେ ପରିଣତ ହେବ। ସେଥିରୁ ପାନ କଲେ, ସେ ଅନନ୍ତ ଜୀବନ ପାଇବ।”
اكتشف ଯୋହନ 4:14
4
ଯୋହନ 4:10
ଯୀଶୁ ତାଙ୍କୁ କହିଲେ: “ଈଶ୍ୱର କ’ଣ ଦେଇ ପାରନ୍ତି, ତୁମେ ଯଦି ଜାଣି ଥାଆନ୍ତି ଏବଂ କିଏ ତୁମ ହାତରୁ ପିଇବାକୁ ଚାହୁଁଛନ୍ତି, ତାଙ୍କୁ ଯଦି ଜାଣି ଥାଆନ୍ତ, ତୁମେ ତାଙ୍କୁ ମାଗନ୍ତ ଓ ସେ ତୁମକୁ ଜୀବନ ପ୍ରଦାୟୀ ଜଳ ଦେଇ ଥାଆନ୍ତେ।”
اكتشف ଯୋହନ 4:10
5
ଯୋହନ 4:34
ଯୀଶୁ କହିଲେ, “ମୋର ପ୍ରେରଣକର୍ତ୍ତାଙ୍କ ଇଚ୍ଛାର ବାଧ୍ୟ ହୋଇ ତାଙ୍କ ଦେଇଥିବା କାର୍ଯ୍ୟ ସାଧନ କରିବା ହିଁ ମୋର ଖାଦ୍ୟ।
اكتشف ଯୋହନ 4:34
6
ଯୋହନ 4:11
ସ୍ତ୍ରୀ ଲୋକଟି କହିଲା, “ଆଜ୍ଞା, ଆପଣଙ୍କ ପାଖରେ ତ ପାଣି କାଢ଼ିବା ପାଇର୍ ପାତ୍ର ନାହିଁ, ପୁଣି ଏ କୂଅ ବଡ଼ ଗଭୀର। କେଉଁଠାରୁ ଆପଣ ସେହି ଜଳ ପାଇବେ?
اكتشف ଯୋହନ 4:11
7
ଯୋହନ 4:25-26
ସ୍ତ୍ରୀ ଲୋକଟି କହିଲା, “ମୁଁ ଜାଣେ, ମସୀହ ଆସିବେ। ସେତେବେଳେ ସେ ଆମକୁ ସବୁ ବିଷୟ ବୁଝାଇ ଦେବେ।” ଯୀଶୁ ତାକୁ ଉତ୍ତର ଦେଇ କହିଲେ: “ମୁଁ ସେହି- ସେହି ବ୍ୟକ୍ତି ହିଁ ବର୍ତ୍ତମାନ ତୁମ ସହିତ କଥା କହୁଛନ୍ତି।”
اكتشف ଯୋହନ 4:25-26
8
ଯୋହନ 4:29
“ଜଣେ ଲୋକଙ୍କୁ ଦେଖିବ ଆସ। ମୁଁ ଜୀବନରେ ଯାହା କରିଛି, ସେ ମୋତେ ସବୁ କହି ଦେଇଛନ୍ତି। ଏ ମସୀହ ହୋଇଥିବେ ପରା!”
اكتشف ଯୋହନ 4:29
الصفحة الرئيسية
الكتاب المقدس
خطط
فيديو