1
ଲୂକ 11:13
ପବିତ୍ର ବାଇବଲ
ତୁମ୍ଭେମାନେ ଖରାପ ଲୋକ ହୋଇଥିଲେ ମଧ୍ୟ ତୁମ୍ଭମାନଙ୍କ ପିଲାମାନଙ୍କୁ କିଭଳି ଭଲ ଉପହାର ଦିଆଯାଏ ତୁମ୍ଭେମାନେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ଜାଣନ୍ତି ଯେ ତାହାଙ୍କୁ ମାଗୁଥିବା ଲୋକମାନଙ୍କୁ ସେ ପବିତ୍ରଆତ୍ମା କିପରି ଦେବେ।”
Сравни
Разгледайте ଲୂକ 11:13
2
ଲୂକ 11:9
ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ବାରମ୍ବାର ମାଗୁଥାଅ। ତା'ହେଲେ ପରମେଶ୍ୱର ତୁମ୍ଭମାନଙ୍କୁ ଦେବେ। ଖୋଜୁଥାଅ। ତୁମ୍ଭେମାନେ ପାଇବ। ଦୁଆର ଠକ୍ଠକ୍ କରି ଗ୍ଭଲି ଥାଅ। ତୁମ୍ଭ ପାଇଁ ଦୁଆର ଖୋଲିଯିବ।
Разгледайте ଲୂକ 11:9
3
ଲୂକ 11:10
କାରଣ ଯେଉଁ ଲୋକମାନେ ମାଗୁଥା’ନ୍ତି, ସେମାନେ ପ୍ରତ୍ୟେକେ ପାଇଥା’ନ୍ତି। ଯେଉଁମାନେ ଖୋଜୁଥା’ନ୍ତି, ସେମାନେ ପାଇଥା’ନ୍ତି। ଯେଉଁମାନେ ଦୁଆର ବାଡ଼େଇ ଥା’ନ୍ତି, ସେମାନଙ୍କ ପାଇଁ ଦୁଆର ଖୋଲିଯାଏ।
Разгледайте ଲୂକ 11:10
4
ଲୂକ 11:2
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କଲାବେଳେ କୁହ: ‘ହେ ପରମପିତା, ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭ ନାମ ସର୍ବଦା ପବିତ୍ର ରହୁ। ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭର ରାଜ୍ୟ ଆସୁ।
Разгледайте ଲୂକ 11:2
5
ଲୂକ 11:4
ଆମ୍ଭମାନଙ୍କର ପାପଗୁଡ଼ିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଆମ୍ଭେମାନେ ପ୍ରତ୍ୟେକଙ୍କୁ ମଧ୍ୟ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧ୍ୟରେ ପକାଅ ନାହିଁ।’”
Разгледайте ଲୂକ 11:4
6
ଲୂକ 11:3
ଆମ୍ଭେମାନେ ଆବଶ୍ୟକ କରୁଥିବା ଖାଦ୍ୟ ଆମ୍ଭକୁ ଦିଅ।
Разгледайте ଲୂକ 11:3
7
ଲୂକ 11:34
ତୁମ୍ଭ ଆଖି ତୁମ୍ଭ ଶରୀର ପାଇଁ ପ୍ରଦୀପ। ତୁମ୍ଭର ଆଖି ଭଲ ଥିଲେ ତୁମ୍ଭର ସମଗ୍ର ଶରୀର ଆଲୁଅରେ ପରିପୂର୍ଣ୍ଣ ରହିବ। ତୁମ୍ଭର ଆଖି ଖରାପ ଥିଲେ ତୁମ୍ଭେ ସମଗ୍ର ଶରୀର ଅନ୍ଧକାରରେ ଭରିଯିବ।
Разгледайте ଲୂକ 11:34
8
ଲୂକ 11:33
“କୌଣସି ଲୋକ ଦୀପଟିଏ ଜଳାଇ ଲୁଗ୍ଭଇ ରଖେ ନାହିଁ କିମ୍ବା ହାଣ୍ଡି ତଳେ ରଖେ ନାହିଁ। ବରଂ ତାହା ରୁଖାଟିଏ ଉପରେ ରଖେ, ଯାହା ଫଳରେ ଭିତରକୁ ଆସୁଥିବା ଲୋକେ ଆଲୁଅ ଦେଖି ପାରିବେ।
Разгледайте ଲୂକ 11:33
Начало
Библия
Планове
Видеа