Лого на YouVersion
Иконка за търсене

ଲୂକ 19:39-40

ଲୂକ 19:39-40 ORYIRV

ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ । ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ ।