Лого на YouVersion
Иконка за търсене

ପ୍ରେରିତ 1:4-5

ପ୍ରେରିତ 1:4-5 OERV

ଦିନେ ଯେତେବେଳେ ଯୀଶୁ ସେମାନଙ୍କ ସାଙ୍ଗରେ ଭୋଜନ କରୁଥିଲେ, ସେତେବେଳେ ସେ ପ୍ରେରିତମାନଙ୍କୁ ଯିରୁଶାଲମ ନ ଛାଡ଼ିବା ପାଇଁ କହିଲେ। ଯୀଶୁ କହିଲେ, “ପରମେଶ୍ୱର ତୁମ୍ଭମାନଙ୍କୁ କିଛି ପ୍ରତିଜ୍ଞା ଦେଇଛନ୍ତି। ମୁଁ ତୁମ୍ଭମାନଙ୍କୁ ଏହି ପ୍ରତିଜ୍ଞା ବିଷୟରେ ଆଗରୁ କହି ସାରିଛି। ତେଣୁ ସେହି ପ୍ରତିଜ୍ଞା ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୁଶାଲମରେ ଅପେକ୍ଷାରେ ରୁହ। ଯୋହନ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେଇଥିଲେ, କିନ୍ତୁ ଅଳ୍ପ ଦିନ ଭିତରେ ତୁମ୍ଭେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ହେବ।”