ଯୋହନ 19:33-34
ଯୋହନ 19:33-34 OERV
କିନ୍ତୁ ସେମାନେ ଯେତେବେଳେ ଯୀଶୁଙ୍କ ପାଖକୁ ଆସିଲେ, ସେତେବେଳେ ସେମାନେ ଦେଖିଲେ ଯେ, ସେ ମରି ସାରିଲେଣି। ତେଣୁ ସେମାନେ ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ। କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ୱାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା।