ଯୋହନ 20:21-22
ଯୋହନ 20:21-22 OERV
ଯୀଶୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ। ମୋତେ ପରମପିତା ଯେପରି ପଠାଇଥିଲେ, ମୁଁ ସେହିପରି ତୁମ୍ଭକୁ ବର୍ତ୍ତମାନ ପଠାଉଛି।” ଯୀଶୁ ଏହି କଥା କହିବା ପରେ ଶିଷ୍ୟମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେ କହିଲେ, “ପବିତ୍ରଆତ୍ମାଙ୍କୁ ଗ୍ରହଣ କର।