ଯୋହନ 20:27-28
ଯୋହନ 20:27-28 OERV
ତା'ପରେ ଯୀଶୁ ଥୋମାଙ୍କୁ କହିଲେ, “ଏଠାରେ ତୁମ୍ଭର ଅଙ୍ଗୁଳି ରଖ। ମୋ’ ହାତକୁ ଦେଖ। ମୋ’ କକ୍ଷଦେଶରେ ତୁମ୍ଭ ହାତ ରଖ। ଅବିଶ୍ୱାସ ନ କରି ବିଶ୍ୱାସ କର।” ଥୋମା ଯୀଶୁଙ୍କୁ କହିଲେ, “ମୋର ପ୍ରଭୁ, ମୋର ପରମେଶ୍ୱର।”