1
ପ୍ରେରିତ 4:12
ପବିତ୍ର ବାଇବଲ (Re-edited) - (BSI)
ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।
Compare
Explore ପ୍ରେରିତ 4:12
2
ପ୍ରେରିତ 4:31
ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପିଉଠିଲା, ପୁଣି ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୋଇ, ସାହସରେ ଈଶ୍ଵରଙ୍କ ବାକ୍ୟ କହିବାକୁ ଲାଗିଲେ।
Explore ପ୍ରେରିତ 4:31
3
ପ୍ରେରିତ 4:29
ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ
Explore ପ୍ରେରିତ 4:29
4
ପ୍ରେରିତ 4:11
ଗୃହନିର୍ମାଣକାରୀ ଯେ ଆପଣମାନେ, ଆପଣ-ମାନଙ୍କ ଦ୍ଵାରା ଯେଉଁ ପ୍ରସ୍ତର ଅବଜ୍ଞାତ ହୋଇଥିଲା, କିନ୍ତୁ ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।
Explore ପ୍ରେରିତ 4:11
5
ପ୍ରେରିତ 4:13
ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଚମତ୍କୃତ ହେଲେ, ପୁଣି ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ
Explore ପ୍ରେରିତ 4:13
6
ପ୍ରେରିତ 4:32
ବିଶ୍ଵାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Explore ପ୍ରେରିତ 4:32
Home
Bible
Plans
Videos