1
ଯୋହନ 7:38
ପବିତ୍ର ବାଇବଲ (Re-edited) - (BSI)
ଯେ ମୋʼଠାରେ ବିଶ୍ଵାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ” ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।
Compare
Explore ଯୋହନ 7:38
2
ଯୋହନ 7:37
ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।
Explore ଯୋହନ 7:37
3
ଯୋହନ 7:39
ତାହାଙ୍କଠାରେ ବିଶ୍ଵାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
Explore ଯୋହନ 7:39
4
ଯୋହନ 7:24
ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର।
Explore ଯୋହନ 7:24
5
ଯୋହନ 7:18
ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ଵେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ଵେଷଣ କରେ, ସେ ସତ୍, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
Explore ଯୋହନ 7:18
6
ଯୋହନ 7:16
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।
Explore ଯୋହନ 7:16
7
ଯୋହନ 7:7
ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।
Explore ଯୋହନ 7:7
Home
Bible
Plans
Videos