1
ଲୂକ 20:25
ପବିତ୍ର ବାଇବଲ (Re-edited) - (BSI)
ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ।
Compare
Explore ଲୂକ 20:25
2
ଲୂକ 20:17
କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲିଖିତ ଅଛି, ତାହାର ଭାବ କଅଣ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା।
Explore ଲୂକ 20:17
3
ଲୂକ 20:46-47
ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଦୀର୍ଘ ବସନ ପରିଧାନ କରି ଭ୍ରମଣ କରିବାକୁ, ପୁଣି ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଭଲ ପାଆନ୍ତି; ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ତ ପାଇବେ।
Explore ଲୂକ 20:46-47
Home
Bible
Plans
Videos