ପୁଣି ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଳେଶ ଘଟିବ, ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ହତବୁଦ୍ଧି ହେବେ,
ପୁଣି ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶ-ମଣ୍ତଳର ଶକ୍ତିସମୂହ ବିଚଳିତ ହେବେ।
ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହା ପରାକ୍ରମ ଓ ମହା ମହିମା ସହ ମେଘରେ ଆଗମନ କରିବା ଦେଖିବେ।