1
ମାର୍କ 14:36
ପବିତ୍ର ବାଇବଲ (Re-edited) - (BSI)
ଆଉ, ଯୀଶୁ କହିଲେ, ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।
Compare
Explore ମାର୍କ 14:36
2
ମାର୍କ 14:38
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗିରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।
Explore ମାର୍କ 14:38
3
ମାର୍କ 14:9
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।
Explore ମାର୍କ 14:9
4
ମାର୍କ 14:34
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।
Explore ମାର୍କ 14:34
5
ମାର୍କ 14:22
ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର।
Explore ମାର୍କ 14:22
6
ମାର୍କ 14:23-24
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ କରି ସେମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ। ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
Explore ମାର୍କ 14:23-24
7
ମାର୍କ 14:27
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।
Explore ମାର୍କ 14:27
8
ମାର୍କ 14:42
ଉଠ, ଆମ୍ଭେମାନେ ଯିବା; ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।
Explore ମାର୍କ 14:42
9
ମାର୍କ 14:30
ଯୀଶୁ ତାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ଵିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ।
Explore ମାର୍କ 14:30
Home
Bible
Plans
Videos