ଭାବବାଦୀ ଯିଶାଇୟଙ୍କ ପୁସ୍ତକରେ ଉଲ୍ଲେଖ ଅଛି:
“କେହି ଜଣେ ମରୁଭୂମିରେ ଚିକ୍ରାର କରି କହୁଛନ୍ତି,
‘ପ୍ରଭୁଙ୍କ ନିମନ୍ତେ ପଥ ପ୍ରସ୍ତୁତ କର;
ତାଙ୍କର ଯାତ୍ରା ନିମନ୍ତେ ଏକ ସଳଖ ପଥ ନିର୍ମାଣ କର!
ପ୍ରତ୍ୟେକ ଉପତ୍ୟକାକୁ ପୂର୍ଣ୍ଣ କରାଯାଉ,
ପାହାଡ଼ ଓ ପର୍ବତଗୁଡ଼ିକୁ ସମତଳ କରାଯାଉଏ ବକ୍ର ମାର୍ଗ ସବୁ ସଳଖ କରାଯାଉ
ଓ କଙ୍କରିତ ପଥ ସବୁକୁ ମସୃତ କରାଯାଉ।
ସମଗ୍ର ମାନବ ଜାତି ଈଶ୍ୱରଙ୍କ ପରିତ୍ରାଣର ଯୋଜନା ଦେଖିବେ’।”