1
ଯୋହନ 20:21-22
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।” ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।
Compare
Explore ଯୋହନ 20:21-22
2
ଯୋହନ 20:29
ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।”
Explore ଯୋହନ 20:29
3
ଯୋହନ 20:27-28
ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।” ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର।
Explore ଯୋହନ 20:27-28
Home
Bible
Plans
Videos