1
ଲୁକ୍ 2:11
ସତିଅର୍ ବାଟ୍, ନୁଆ ନିୟମ୍, 2020
କାଇକେବଇଲେ, ଆଜିସେ ଦାଉଦ୍ ରାଜାର୍ ଜନମ୍ ନଅରେ ତମର୍ପାଇ ଗଟେକ୍ ଉଦାର୍କାରିଆ ଜନମ୍କଲା ଆଚେ, ସେ କିରିସ୍ଟ ମାପ୍ରୁ ।
Compare
Explore ଲୁକ୍ 2:11
2
ଲୁକ୍ 2:10
ତେଇ ଦୁତ୍ ସେମନ୍କେ କଇଲା, “ଡରାନାଇ ! ଦେକା ମୁଇ ସବୁଲକର୍ପାଇ ଗଟେକ୍ ବେସି ସାର୍ଦାର୍ କବର୍ ତମ୍କେ ଜାନାଇଲିନି, ଜନ୍ଟାକି ସବୁଲକର୍ପାଇ ସାର୍ଦାର୍ ବିସଇ ଅଇସି ।
Explore ଲୁକ୍ 2:10
3
ଲୁକ୍ 2:14
“ସର୍ଗେ ରଇବା ପର୍ମେସରର୍ ଜୟ ଜୟ କରୁ, ଆରି ଦର୍ତନିଟାନେ ରଇବା ଜନ୍ ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ ସେମନ୍କେ ସାନ୍ତି ମିଲ ।”
Explore ଲୁକ୍ 2:14
4
ଲୁକ୍ 2:52
ଜିସୁ, ଗିଆନେ, ଗାଗ୍ଡେ, ପର୍ମେସର୍ ଆରି ଲକ୍ମନର୍ ଦୟାଇ ବଡିଆଇଲା ।
Explore ଲୁକ୍ 2:52
5
ଲୁକ୍ 2:12
ଆରି ତମର୍ପାଇ ବଲି ଏଟା ଗଟେକ୍ ଚିନ୍ପାରା ଅଇସି, ତମେ ଲୁଗା ଗୁଡିଆଇକରି ଗଟେକ୍ ପିଲା ଗରୁସାଲର୍ ଡଙ୍ଗାଇ ଡୁଲାଇ ରଇବାଟା କଜି ମିଲାଇସା ।”
Explore ଲୁକ୍ 2:12
6
ଲୁକ୍ 2:8-9
ବେତ୍ଲିଇମ୍ ଲଗେ କେତେଟା ମେଣ୍ଡା ଚାରାଉ ଗଉଡ୍ମନ୍ ସେ ରାତିଆ ପଦାଇ ରଇ ତାକର୍ ମେଣ୍ଡା ଗଟାନି ଜାଗ୍ତେରଇଲାଇ । ଆରି ଏଦେ ଦେକା ! ମାପ୍ରୁର୍ ଦୁତ୍ ଗଟେକ୍ ଆସି ସେମନର୍ ଲଗେ ଟିଆଅଇଲା, ଆରି ମାପ୍ରୁର୍ ମଇମାର୍ ଉଜଲ୍ ତାକର୍ ଚାରିବେଡ୍ତି ଜଲ୍ସିଗାଲାଜେ ଗଉଡ୍ମନ୍ ବେସି ଡରିଗାଲାଇ ।
Explore ଲୁକ୍ 2:8-9
Home
Bible
Plans
Videos