1
ମାତିଉ 26:41
ସତିଅର୍ ବାଟ୍, ନୁଆ ନିୟମ୍, 2020
ଜେନ୍ତିକି ପରିକାର୍ ବେଲାଇ ନ ଆରିଜିବାକେ, ଜାଗିରଇ ପାର୍ତନା କରା । କାଇକେ ବଇଲେ ଆତ୍ମା କର୍ବି ବଲି ମନ୍ କଲାନି, ମାତର୍ ଗାଗଡ୍ ନିଚି ବଇଲାନି ।”
Compare
Explore ମାତିଉ 26:41
2
ମାତିଉ 26:38
ସେମନ୍କେ କଇଲା, “ଦୁକ୍ ଅଇ ମର୍ ଜିବନ୍ ଚିଡିଗାଲା ପାରା ଲାଗ୍ଲାନି । ଇତି ତମେ ମକେ ଜାଗିରୁଆ ।”
Explore ମାତିଉ 26:38
3
ମାତିଉ 26:39
ଜିସୁ ତାକର୍ ଟାନେଅନି କଣ୍ଡେକ୍ ଦୁରିକେ ଜାଇ ବୁଏଁ ଉମ୍ତାଡିଅଇ ପାର୍ତନା କଲା, “ବାବା ଜଦି ଅଇସି ବଇଲେ ଏ ଦୁକ୍ ପୁରୁନର୍ ମୁତା ମର୍ଟାନେଅନି ଦାରି ଜା, ମାତର୍ ମୁଇ ମନ୍ କଲାଟା ନଏଁ, ତମେ ମନ୍ କଲାଟା ପୁରାପୁରୁନ୍ ଅ ।”
Explore ମାତିଉ 26:39
4
ମାତିଉ 26:28
ଏଟା ମର୍ ବନି । ମୁନୁସ୍ମନର୍ ପାପ୍କେମାର୍ ଲାଗି ମୁଇ ମର୍ ଜନ୍ ବନି ଡାଲି ଦେବି ବଲି ଗାଲିନି, ସେଟା ପର୍ମେସର୍ ନୁଆ ନିୟମ୍ ଟିକ୍ କର୍ସି ।
Explore ମାତିଉ 26:28
5
ମାତିଉ 26:26
ସେମନ୍ କାଇବା ବେଲେ ଜିସୁ ଗଟେକ୍ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି ସେଟା ବାଙ୍ଗାଇ ସିସ୍ମନ୍କେ ଦେଇ କଇଲା, “ଏଟା ମର୍ ଗାଗଡ୍ । ନିଆ ଆରି କାଆ ।”
Explore ମାତିଉ 26:26
6
ମାତିଉ 26:27
ତାର୍ପଚେ ଅଙ୍ଗୁର୍ରସ୍ ରଇଲା ମୁତା ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତାର୍ ସିସ୍ମନ୍କେ କଇଲା, “ତମେ ସବୁ ଲକ୍ ଏ ମୁତାର୍ଟା କାଆ ।
Explore ମାତିଉ 26:27
7
ମାତିଉ 26:40
ତାର୍ପଚେ ସେ ତିନ୍ଟା ସିସ୍ମନର୍ ଲଗେ ବାଉଡି ଆସି ଦେକ୍ଲା, ସେମନ୍ ସଇଦେଇଆଚତ୍ । ଜିସୁ ପିତର୍କେ କଇଲା, “ତମେ ଗଟେକ୍ ଗଁଟା ମିସା ଜାଗି ନାପାର୍ଲାସ୍ ?
Explore ମାତିଉ 26:40
8
ମାତିଉ 26:29
ମୁଇ ତମ୍କେ କଇଲିନି, ମର୍ ବାବାର୍ ରାଇଜେ ତମର୍ ସଙ୍ଗ୍ ନୁଆ ଅଙ୍ଗୁର୍ ରସ୍ କାଇବା ଜାକ ମୁଇ ଆରି କେବେ ଏ ରସ୍ ନ କାଇ ।”
Explore ମାତିଉ 26:29
9
ମାତିଉ 26:75
ଆରି ଜିସୁ ଜନ୍ ଜନ୍ କାତା କଇରଇଲା, କୁକ୍ଡା ନ ଡାକ୍ତେ ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ । ସେ ସବୁ ପିତର୍ ଏତାଇଲା ଆରି ସେ ବାଇରେ ଜାଇ ବେସି ଦୁକ୍ ଅଇ କାନ୍ଦ୍ଲା ।
Explore ମାତିଉ 26:75
10
ମାତିଉ 26:46
ଉଟା, ଜୁ । ଏଦେ ଦେକା ! ମକେ ଦାରାଇ ଦେବା ଲକ୍ ଆସି କେଟ୍ଲାବେ ।”
Explore ମାତିଉ 26:46
11
ମାତିଉ 26:52
ଜିସୁ ତାକେ କଇଲା, “ତର୍ କାଣ୍ଡା ପୁରାଇକରି ସଙ୍ଗ । ଜନ୍ ଲକ୍ମନ୍ କାଣ୍ଡା ଉଟାଇବାଇ, ସେମନ୍ କାଣ୍ଡାଇସେ ମର୍ବାଇ ।
Explore ମାତିଉ 26:52
Home
Bible
Plans
Videos