1
ମାତିଉ 27:46
ସତିଅର୍ ବାଟ୍, ନୁଆ ନିୟମ୍, 2020
ଆଡ୍ବେଲାର୍ ତିନ୍ଟା ବେଲେ ଜିସୁ ଆକ୍ମାରି କଇଲା, “ଏଲି, ଏଲି, ଲାମାସବକ୍ତାନି, ବଇଲେ ଏ ମର୍ ପର୍ମେସର୍, ଏ ମର୍ ପର୍ମେସର୍, ମକେ ତମେ କାଇକେ ଚାଡିଦେଲାସ୍ ?”
Compare
Explore ମାତିଉ 27:46
2
ମାତିଉ 27:51-52
ସେଡ୍କି ବେଲେ ମନ୍ଦିରେ ଜୁଲ୍ତେ ରଇବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ଗନ୍ଦାଅଇ ଚିରିଅଇଗାଲା । ଦର୍ତନି ଚୁଲ୍ବୁଲି ପାକ୍ନାମନ୍ ସବୁ ପୁଟିଗାଲା ଆରି କବର୍ ଦେଇରଇବା କାଲ୍ମନ୍ ଉଗାଡିଅଇ କେତେକ୍ କେତେକ୍ ପର୍ମେସରର୍ ଦରମ୍ ଲକ୍ମନ୍ ଆରିତରେକ୍ ଜିବନ୍ ଅଇ ଉଟ୍ଲାଇ ।
Explore ମାତିଉ 27:51-52
3
ମାତିଉ 27:50
ଜିସୁ ଆରି ତରେକ୍ ଆକ୍ମାରିକରି, ସାରାସାରି ଜିବନ୍ ଚାଡିଗାଲା ।
Explore ମାତିଉ 27:50
4
ମାତିଉ 27:54
ଦର୍ତନି ଚୁଲ୍ବୁଲି ବିନ୍ ବିନ୍ ଗଟ୍ନା ଅଇବାଟା ଦେକି, ଜିସୁକେ ଜାଗିରଇବା ସନିଅମନର୍ ମୁକିଅ ଆରି ବିନ୍ ସନିଅମନ୍ ଡରିଗାଲାଇ । ସେମନ୍ କଇଲାଇ, “ସତଇସେ ଏ ନିଜେ ପର୍ମେସରର୍ ପଅ ଆକା !”
Explore ମାତିଉ 27:54
5
ମାତିଉ 27:45
ସେ ଦିନେ ମୁଣ୍ଡ୍ବେଲାଇ ଅନି ଆଡ୍ବେଲାଇ ଜାକ ଗୁଲାଇ ଜଗତ୍ ଆନ୍ଦାର୍ ଅଇଗାଲା ଆରି ସେଟା ତିନ୍ ଗନ୍ଟାଜାକ ରଇଲା ।
Explore ମାତିଉ 27:45
6
ମାତିଉ 27:22-23
ପିଲାତ୍ ପାଚାର୍ଲା, “ତେବେ ସବୁ ଲକ୍ ମସିଅ ବଲି ଜାନିରଇଲା ଜିସୁକେ ମୁଇ କାଇଟା କର୍ବି ?” “ତାକେ କୁର୍ସେ ଚଗାଆ” ବଲି ସବୁଲକ୍ ଆଉଲି ଅଇଲାଇ । ପିଲାତ୍ ପାଚାର୍ଲା, “ମାତର୍ ସେ କାଇ ଦସ୍ କଲା ଆଚେ ?” ସେମନ୍ ଆରି ଅଦିକ୍ ଆଉଲିଅଇ କଇବାର୍ ଦାର୍ଲାଇ “ତାକେ କୁର୍ସେ ଚଗାଆ ।”
Explore ମାତିଉ 27:22-23
Home
Bible
Plans
Videos