“ମୁଇ ତମ୍କେ ସତ୍ କଇଲିନି, ଲକ୍ମନର୍ ସବୁ ପାପ୍, ଆରି ସେମନ୍ ଜେତେକ୍ ନିନ୍ଦା କାତା କଇ ପର୍ମେସରର୍ ନିନ୍ଦା କଲେ ମିସା, ସେ ସବୁଜାକ କେମା କରାଅଇସି । ଜେକି ସୁକଲ୍ଆତ୍ମାର୍ ବିରୁଦେ ନିନ୍ଦା କାତା କଇସି, ତାକେ କନ୍ କାଲେ ମିସା ପର୍ମେସର୍ କେମା ନ ଦେଏ, ଆରି ସେ ନ ସାର୍ବା ପାପର୍ ଦସି ଅଇସି ।”