1
ପ୍ରେରିତ 3:19
ପବିତ୍ର ବାଇବଲ
ଏଥିପାଇଁ ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ପାଖକୁ ଫେରି ଆସ, ତେବେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରିଦେବେ।
Compare
Explore ପ୍ରେରିତ 3:19
2
ପ୍ରେରିତ 3:6
କିନ୍ତୁ ପିତର କହିଲେ, “ମୋ’ ପାଖରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଉଠି ଗ୍ଭଲ।”
Explore ପ୍ରେରିତ 3:6
3
ପ୍ରେରିତ 3:7-8
ଏହା କହି ପିତର ତା'ର ଡାହାଣ ହାତ ଧରି ଉଠେଇଲେ। ସଙ୍ଗେ ସଙ୍ଗେ ତା’ ଗୋଡ଼ ଓ ପାଦ ଶକ୍ତ ହୋଇଗଲା। ସେ ଡେଇଁ ପଡ଼ି ଗ୍ଭଲିବାକୁ ଆରମ୍ଭ କଲା ସେ ନାଚି ନାଚି ଈଶ୍ୱରଙ୍କୁ ପ୍ରଶଂସା କରି ସେମାନଙ୍କ ସହିତ ଉପାସନା ମନ୍ଦିରକୁ ଗଲା।
Explore ପ୍ରେରିତ 3:7-8
4
ପ୍ରେରିତ 3:16
“ଏ ଯେଉଁ ଲୋକକୁ ତୁମ୍ଭେମାନେ ଦେଖୁଛ ଓ ଚିହ୍ନିଛ, ସେ ଯୀଶୁଙ୍କ ନାମରେ ଶକ୍ତି ପାଇ ଗ୍ଭଲି ପାରିଲା। ଯୀଶୁଙ୍କ ନାମରେ ଆମ୍ଭମାନଙ୍କର ବିଶ୍ୱାସ ଅଛି। ହଁ, କେବଳ ଯୀଶୁଙ୍କ ଉପରେ ଥିବା ବିଶ୍ୱାସ ତାକୁ ସମ୍ପୂର୍ଣ୍ଣ ରୂପେ ଆରୋଗ୍ୟ କରିଦେଲା ଆଉ ତାହା ତୁମ୍ଭେମାନେ ଦେଖିଲ।
Explore ପ୍ରେରିତ 3:16
Home
Bible
Plans
Videos