1
ପ୍ରେରିତ 9:15
ପବିତ୍ର ବାଇବଲ
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି।
Compare
Explore ପ୍ରେରିତ 9:15
2
ପ୍ରେରିତ 9:4-5
ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?” ଶାଉଲ କହିଲେ, “ପ୍ରଭୁ, ତୁମ୍ଭେ କିଏ?” ସେ କହିଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।
Explore ପ୍ରେରିତ 9:4-5
3
ପ୍ରେରିତ 9:17-18
ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।” ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା'ପରେ ସେ ଉଠି ବାପ୍ତିଜିତ ହେଲେ।
Explore ପ୍ରେରିତ 9:17-18
Home
Bible
Plans
Videos