YouVersion Logo
Search Icon

ପ୍ରେରିତ 9:17-18

ପ୍ରେରିତ 9:17-18 ODIAOV-BSI

ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି ତାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି। ସେହିକ୍ଷଣି ତାଙ୍କ ଆଖିରୁ କାତି ପରି କʼଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ

Video for ପ୍ରେରିତ 9:17-18