YouVersion Logo
Search Icon

ଆଦି ପୁସ୍ତକ 17:17

ଆଦି ପୁସ୍ତକ 17:17 ODIAOV-BSI

ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି ମନେ ମନେ କହିଲେ, ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?