ଆଦି ପୁସ୍ତକ 2:23
ଆଦି ପୁସ୍ତକ 2:23 ODIAOV-BSI
ତହୁଁ ଆଦମ କହିଲେ, ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହା ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।