ଆଦି ପୁସ୍ତକ 24:12
ଆଦି ପୁସ୍ତକ 24:12 ODIAOV-BSI
ପୁଣି ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।