ଆଦି ପୁସ୍ତକ 26:22
ଆଦି ପୁସ୍ତକ 26:22 ODIAOV-BSI
ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।