YouVersion Logo
Search Icon

ଆଦି ପୁସ୍ତକ 28:13

ଆଦି ପୁସ୍ତକ 28:13 ODIAOV-BSI

ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ଵର ଓ ଇସ୍‍ହାକର ପରମେଶ୍ଵର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।