YouVersion Logo
Search Icon

ଆଦି ପୁସ୍ତକ 3:1

ଆଦି ପୁସ୍ତକ 3:1 ODIAOV-BSI

ସଦାପ୍ରଭୁ ପରମେଶ୍ଵରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳଥିଲା। ସେ ନାରୀଙ୍କି କହିଲା, ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ଵର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?