YouVersion Logo
Search Icon

ଆଦି ପୁସ୍ତକ 3:6

ଆଦି ପୁସ୍ତକ 3:6 ODIAOV-BSI

ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି ଆପଣା ସଙ୍ଗସ୍ଥ ସ୍ଵାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।