YouVersion Logo
Search Icon

ଆଦି ପୁସ୍ତକ 32:9

ଆଦି ପୁସ୍ତକ 32:9 ODIAOV-BSI

ସେତେବେଳେ ଯାକୁବ କହିଲା, ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ଵର, ହେ ମୋହର ପିତା ଇସ୍‍ହାକଙ୍କର ପରମେଶ୍ଵର, ହେ ସଦାପ୍ରଭୋ, ତୁମ୍ଭେ ଆପେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା,।