ଆଦି ପୁସ୍ତକ 39:11-12
ଆଦି ପୁସ୍ତକ 39:11-12 ODIAOV-BSI
ଅନନ୍ତର ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା। ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା; ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଗଲେ।