ଲୂକ 8:12
ଲୂକ 8:12 ODIAOV-BSI
ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ଵାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ହରଣ କରିନିଏ।