YouVersion Logo
Search Icon

ମାର୍କ 12:29-31

ମାର୍କ 12:29-31 ODIAOV-BSI

ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଏକମାତ୍ର ପ୍ରଭୁ ଅଟନ୍ତି; ଆଉ, ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର। ଦ୍ଵିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର। ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠତର ଆଜ୍ଞା ନାହିଁ।

Free Reading Plans and Devotionals related to ମାର୍କ 12:29-31