YouVersion Logo
Search Icon

ମାର୍କ 8:37-38

ମାର୍କ 8:37-38 ODIAOV-BSI

ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ? ଯେଣୁ ଯେକେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜା ବୋଧ କରିବେ।