ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 16:11
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 16:11 ORYIRV
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।