ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 20:6-7
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 20:6-7 ORYIRV
ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ। ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”