ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 28:16
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 28:16 ORYIRV
ଏଥିଉତ୍ତାରେ ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”