ଲୂକ 10:41-42
ଲୂକ 10:41-42 ORYIRV
କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ ।