YouVersion Logo
Search Icon

ଲୂକ 13:18-19

ଲୂକ 13:18-19 ORYIRV

ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟ କାହା ପରି ? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି ? ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ ।