YouVersion Logo
Search Icon

ଯୋହନ 13:34-35

ଯୋହନ 13:34-35 ODCLBSI

ଏବେ ତୁମକୁ ମୁଁ ଗୋଟିଏ ନୂଆ ଆଜ୍ଞା ଦେଉଛି; ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରିଛି, ତୁମେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କରିବା ଉଚିତ୍। ଯଦି ପରସ୍ପର ପ୍ରତି ତୁମର ପ୍ରେମ ଥାଏ, ସମସ୍ତେ ଜାଣିବେ, ତୁମ୍ଭେମାନେ ମୋର ଶିଷ୍ୟ।”

Free Reading Plans and Devotionals related to ଯୋହନ 13:34-35