ଯୋହନ 16:7-8
ଯୋହନ 16:7-8 ODCLBSI
କିନ୍ତୁ ମୁଁ ସତ୍ୟ କହୁଛି, ମୋର ଚାଲିଯିବା ତୁମ ପକ୍ଷରେ ମଙ୍ଗଳଜନକ, କାରଣ ମୁଁ ନ ଗଲେ, ସେହି ‘ସହାୟକ’ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ। କିନ୍ତୁ ମୁଁ ଗଲେ, ତାଙ୍କୁ ତୁମ ନିକଟକୁ ପଠାଇ ଦେବି। ସେ ଆସି ପାପ, ଧାର୍ମିକତା ଓ ଈଶ୍ୱରଙ୍କ ନ୍ୟାୟ ବିଚାର ସମ୍ପର୍କରେ ଏ ଜଗତର ଲୋକଙ୍କୁ ପ୍ରକୃତ ଧାରଣା ଦେବେ।