ଯୋହନ 5:8-9
ଯୋହନ 5:8-9 ODCLBSI
ଯୀଶୁ ତାକୁ କହିଲେ: “ଠିଆ ହୁଅ, ଆଉ ତୁମର ବିଛଣା ଉଠାଇ ଚାଲ।” ତତ୍କ୍ଷଣାତ୍ ରୋଗୀଟି ସୁସ୍ଥ ହୋଇଗଲା ଏବଂ ତା’ର ବିଛଣା ଉଠାଇ ଚାଲିବାକୁ ଲାଗିଲା। ସେଦିନ ଥିଲା ବିଶ୍ରାମବାର।