YouVersion Logo
Search Icon

ଲୂକ 14:13-14

ଲୂକ 14:13-14 ODCLBSI

ଭୋଜି ଦେଲାବେଳେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର; ତା’ହେଲେ, ତୁମେ ଆଶୀର୍ବାଦ ପାଇବ, କାରଣ ପ୍ରତିଦାନ ଦେବାକୁ ସେମାନେ ଅକ୍ଷମ। ଧାର୍ମିକ ଲୋକାମନେ ମୃତ୍ୟୁରୁ ଉଠିବା ଦିନ ଈଶ୍ୱର ତୁମକୁ ପ୍ରତିଦାନ ଦେବେ।”

Video for ଲୂକ 14:13-14