ଲୂକ 4:18-19
ଲୂକ 4:18-19 ODCLBSI
“ପ୍ରଭୁଙ୍କ ଆତ୍ମା ମୋ’ ଉପରେ ଅଧିଷ୍ଠିତ, କାରଣ ଦରିଦ୍ରମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ସେ ମୋତେ ମନୋନୀତ କରିଛନ୍ତି। ବନ୍ଦୀମାନଙ୍କ ନିକଟରେ ସେମାନଙ୍କ ମୁକ୍ତି ଘୋଷଣା କରିବା, ଅନ୍ଧକାମନଙ୍କୁ ଦୃଷ୍ଟିାକ୍ତି ଦାନ କରିବା, ନିର୍ଯ୍ୟାତିତମାନଙ୍କୁ ଉଦ୍ଧାର କରିବା ଓ ପ୍ରଭୁ ତାଙ୍କ ଲୋକମାନଙ୍କୁ ରକ୍ଷା କରିବାର ସମୟ ଯେ ଉପସ୍ଥିତ, ଏହା ଘୋଷଣା କରିବାକୁ ସେ ମୋତେ ପ୍ରେରଣ କରିଛନ୍ତି।”