YouVersion Logo
Search Icon

ଲୂକ 4:5-8

ଲୂକ 4:5-8 ODCLBSI

ତା’ପରେ ଶୟତାନ ତାଙ୍କୁ ଗୋଟିଏ ଉଚ୍ଚ ସ୍ଥାନକୁ ନେଇଗଲା ଏବଂ ମୁହୂର୍ତ୍ତକ ମଧ୍ୟରେ ଜଗତର ସମସ୍ତ ରାଜ୍ୟ ଦେଖାଇଲା। ଶୟତାନ ତାଙ୍କୁ କହିଲା, “ମୁଁ ତୁମକୁ ଏ ସମସ୍ତର କ୍ଷମତା ଓ ଧନ ସମ୍ପଦ ଦେବି, କାରଣ ଏସବୁ ମୋ’ ହସ୍ତରେ ନ୍ୟସ୍ତ ହୋଇଛି ଓ ମୋର ଯାହାକୁ ଇଚ୍ଛା, ତାହାକୁ ସବୁ ଦେଇ ପାରିବି। ତୁମେ ଯଦି ମୋତେ ପୂଜା କରିବ, ତେବେ ଏସବୁ ତୁମର ହେବ।” ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, ‘ତୁମର ପ୍ରଭୁ ଈଶ୍ୱରଙ୍କୁ କେବଳ ପୂଜା କର ଏବଂ କେବଳ ତାଙ୍କର ସେବା କର’।”