ଲୂକ 7:47-48
ଲୂକ 7:47-48 ODCLBSI
ମୁଁ ତୁମକୁ କହୁଛି, ସେ ଯେଉଁ ଗଭୀର ପ୍ରେମ ପ୍ରକାଶ କରିଛି, ତାହା ପ୍ରମାଣ କରେ ଯେ ତା’ର ବହୁତ ପାପ କ୍ଷମା ହୋଇଛି। କିନ୍ତୁ ଯାହାର ଅଳ୍ପ ପାପ କ୍ଷମା ହୋଇଛି, ସେ ଅଳ୍ପ ପ୍ରେମ ପ୍ରକାଶ କରେ।” ତା’ପରେ ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ତୋର ପାପ ସବୁ କ୍ଷମା ହୋଇଛି।”