ମାଥିଉଲିଖିତ ସୁସମାଚାର 5:11-12
ମାଥିଉଲିଖିତ ସୁସମାଚାର 5:11-12 ODCLBSI
“ମୋର ଅନୁଗାମୀ ହୋଇଥିବାରୁ ଲୋକେ ତୁମକୁ ଅପମାନ ଦେବେ, ନିର୍ଯ୍ୟାତନା କରିବେ ଓ ତୁମ ବିରୁଦ୍ଧରେ ମିଥ୍ୟା ରଟନା କରିବେ, ତୁମେ ନିଜକୁ ଧନ୍ୟ ବୋଲି ମନେକର। ଆନନ୍ଦିତ ହୋଇ ଉଲ୍ଲାସ କର, କାରଣ ସ୍ୱର୍ଗରେ ତୁମ ପାଇଁ ମହା ପୁରସ୍କାର ରଖାଯାଇଛି। ମନେରଖ, ତୁମ ପୂର୍ବରୁ ଭାବବାଦୀମାନେ ମଧ୍ୟ ଏହିପରି ନିର୍ଯ୍ୟାତିତ ହୋଇଥିଲେ।