ମାର୍କଲିଖିତ ସୁସମାଚାର 10:21
ମାର୍କଲିଖିତ ସୁସମାଚାର 10:21 ODCLBSI
ଯୀଶୁ ତା’ ଆଡ଼କୁ ସ୍ନେହଭରା ଦୃଷ୍ଟିରେ ଚାହିଁ କହିଲେ, “ଗୋଟିଏ ବିଷୟ କେବଳ ତୁମର ଅଭାବ ରହିଛି। ଯାଅ, ତୁମର ସମସ୍ତ ସମ୍ପତ୍ତି ବିକ୍ରୟ କରି ସେହି ଧନ, ଗରିବମାନଙ୍କୁ ଦାନ କର, ତା’ହେଲେ ତୁମେ ସ୍ୱର୍ଗରେ ଧନ ପାଇବ। ଏହାପରେ ଆସି ମୋର ଅନୁଗମନ କର।”